ନ୍ୟାଶନାଲ ସେଣ୍ଟର ଫର ସିସମୋଲେଜି(ଏନସିଏସ) ରିପୋର୍ଟ କରିଛି ଯେ ଚାଇନାର କ୍ୱିଂଘାଇ ଅଞ୍ଚଳରେ ୫ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି।ଏ ନେଇ ଏନସିଏସ ପକ୍ଷରୁ ଏକ ଅଫିସିୟାଲ ଟୁଇଟ କରି ସତର୍କ ସୂଚନା ଜାରି କରାଯାଇଛି। ଏହାସହ ସମସ୍ତେ ଏହି ଭୂକମ୍ପକୁ ନେଇ ସତର୍କ ରହିବାକୁ କୁହାଯାଇଛି।
ନ୍ୟାଶନାଲ ସେଣ୍ଟର ଫର ସିସମୋଲେଜ ପକ୍ଷରୁ ଏକ୍ସରେ ଏକ ଅଫିସିୟାଲ ପୋଷ୍ଟ କରି କୁହାଯାଇଛି କି ସ୍ଥିତି ଉପରେ ନଜର ରଖାଯାଇଛି। ହେଲେ ହେଲେ ଏହାକୁ ନେଇ ପ୍ରତି ବ୍ୟକ୍ତି ସତର୍କ ରହିବା ଜରୁରୀ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post