ବିମାନର ଚକ ମଝି ଆକସରେ ଖ୍ସୀ ଯାଉଥିବାର ଏକ ଚକିତ ଭିଡିଓ ସାମ୍ନାକୁ ଆସିଛି। ବାସ୍ତବରେ ୟୁନାଇଟେଡ ଏୟାରଲାଇନ୍ସର ବିମାନ ଜାପାନ ଯାଉଥିଲା। ବିମାନଟି ଉଡ଼ି ଆକାଶରେ ପହଞ୍ଚିବା ମାତ୍ରେ ଏହାର ଚକ ବାହାରିଗଲା । ବିମାନର ବାମ ପାର୍ଶ୍ୱର ମୁଖ୍ୟ ଅବତରଣ ଗିଅର ମଧ୍ୟରୁ ୬ଟି ଟାୟାର ମଧ୍ୟରୁ ଗୋଟିଏ ବାହାରିଯାଇ ପଡ଼ି ତଳେ ପଡ଼ିଯାଇଥିଲା।ସୂଚନାଯୋଗ୍ୟ, ବିମାନଟଇ ଉଡିବାର କିଛି ସେକେଣ୍ଡ ମଧ୍ୟରେ ଟାୟାର ଖସିବାର ଏହି ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି । ବୋଇଙ୍ଗ ୭୭୭ବିମାନ ଆମେରିକାର ସାନ ଫ୍ରାନ୍ସିସ୍କୋରୁ ଉଡ଼ି ଯାଇଥିଲା, ଯେଉଁଥିରେ ୨୩୫ ଜଣ ଯାତ୍ରୀ ଏବଂ ୧୪ଜଣ କ୍ରୁ ସଦସ୍ୟ ରହିଥିଲେ। ବିମାନଟି ଲସ ଆଞ୍ଜେଲସରେ ଜରୁରୀକାଳୀନ ଅବତରଣ କରିଥିଲା ଏବଂ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Prev Post
Next Post