ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବାକୁ ନେଇ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ରହିଛି। ସେହିପରି ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post