ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ମଙ୍ଗଳବାର ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଯେଉଁ ଘୂର୍ଣ୍ଣିଝଡ଼ର ପ୍ରଭାବ ରହିଥିଲା, ତାହା ବର୍ତ୍ତମାନ ଶାନ୍ତ ପଡ଼ିଛି । ତେବେ ଆଜିଠାରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଆଜି ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲାରେ ପାଗ ଶୁଖିଲା ରହିବ।୧୫ ତାରିଖ ସକାଳ ସାଢେ ୮ଟାରୁ ୧୬ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ ନୟାଗଡ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
Trending
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
Prev Post
Next Post