ଧନିଆ ପତ୍ରରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ବିଶେଷ ଭାବରେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ ଏବଂ ତାହା ଖାଦ୍ୟର ସ୍ବାଦ ବଢ଼ାଇଦିଏ। ତେବେ ଏହାକୁ ନିୟମିତ ଖାଇବା ଦ୍ୱାରା ହଜମ ପ୍ରକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ, ରକ୍ତରେ ଶର୍କରା ପରିମାଣକୁ ସନ୍ତୁଳିତ ରଖିବାରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଧନିଆ ପତ୍ର ହୃତ୍ପିଣ୍ଡ (ହାର୍ଟ) ପାଇଁ ମଧ୍ୟ ଉପକାରୀ। ଅନ୍ୟପକ୍ଷରେ ଅନ୍ତଃନଳୀ ସମସ୍ୟା, ବାନ୍ତି, କୋଷ୍ଠ କାଠିନ୍ୟରୁ ଏହା କେତେକାଂଶରେ ଉପଶମ ଦେଇଥାଏ। ଏହା ମାନସିକ ରୋଗରୁ ମଧ୍ୟ ମୁକ୍ତି ଦେଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଅନିଦ୍ରା, ଗଣ୍ଠି ଯନ୍ତ୍ରଣା ଓ ଫୁଲା ସମସ୍ୟାରୁ ଧନିଆ ପତ୍ର ଉପଶମ ଦେଇଥାଏ। ସକାଳୁ ଖାଲିପେଟରେ ଧନିଆରୁ ପ୍ରସ୍ତୁତ ସର୍ବତ ପିଇଲେ ତାହା
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post