ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଜାରି ରହିଛି ତୁହାକୁ ତୁହା ବର୍ଷା । ଏଥିପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି ।୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ. ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ ଓ ପୁରୀ । ସେହିଭଳି କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Trending
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
Prev Post
Next Post