ରାଜ୍ୟରେ ଅସହ୍ୟ ଗରମ ଏବଂ ତାତିରେ ରାଜ୍ୟବାସୀ ଆଉଟୁ ପାଉଟୁ ହେଉଛନ୍ତି । ତେବେ ଖରା ଓ ତାତି ବଢୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ କରାଇଛନ୍ତି ମୁଖ୍ୟ ଶାସନ ସଚିବ । ଅଂଶୁଘାତ ଏବଂ ଡାଇରିଆ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ସ୍ୱାସ୍ଥ୍ୟ ଓ ଅଗ୍ନିଶମ ବିଭାଗକ ମଧ୍ୟ ସତର୍କ ରହିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ପ୍ରବଳ ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ ବୃଦ୍ଧି ପାଇଛି ତାପମାତ୍ରା । ସକାଳ ୧୦ଟା ସୁଦ୍ଧା କଟକରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । କଟକରେ ଆଜି ଦିନର ତାପମାତ୍ରା ୩୨.୫ ଡିଗ୍ରୀ ଛୁଇଁଛି । ଏହାବ୍ୟତୀତ ବାଲେଶ୍ୱରରେ ୩୨ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରରେ ୩୧ ଡିଗ୍ରୀ ତାପମାତ୍ରା ରହିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post