ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟର ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମୟରେ ପରିବର୍ତ୍ତନ କରାଯାଇଛି। ମଙ୍ଗଳବାରଠାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟଗୁଡ଼ିକରେ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନଶିକ୍ଷକମାନେ କ୍ୟାମ୍ପସରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍ ପ୍ୟାକେଟ୍ ସମେତ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ। ପାଣିପାଗ ସ୍ଥିତିକୁ ଦେଖି ବିଦ୍ୟାଳୟ ଖୋଲିବା ନେଇ ଜିଲ୍ଲାପାଳମାନେ ନିଜ ଜିଲ୍ଲାର ନିଷ୍ପତ୍ତି ନେଇପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post