ବିମାନ ସେବା କ୍ଷେତ୍ରରେ ଏକ ବଡ଼ ସଙ୍କଟ ଦେଖାଦେଇଛି ଯାହାର ପ୍ରଭାବରେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟାଟା ଗ୍ରୁପ୍ ଅଧୀନରେ ପରିଚାଳିତ ହେଉଥିବା ଏୟାରଲାଇନ୍ସ ଭିସ୍ତାରାର ବିମାନଗୁଡ଼ିକର ଉଡ଼ାଣ ଅହେତୁକ ବିଳମ୍ବ ହେବା ଏବଂ ହଠାତ୍ ବାତିଲ ହେବା ଭଳି ଘଟଣା ଯୋଗୁଁ ଯାତ୍ରୀମାନେ ଅଡ଼ୁଆରେ ପଡ଼ିଛନ୍ତି। କମ୍ପାନି କର୍ତ୍ତୃପକ୍ଷ ଓ ପାଇଲଟ୍ଙ୍କ ଭିତରେ ମତଭେଦ ଯୋଗୁଁ ଏହି ସ୍ଥିତି ସୃଷ୍ଟି ହୋଇଛି। ଉଭୟ ପକ୍ଷ ମଧ୍ୟରେ ଚାଲିଥିବା ଆଲୋଚନାରେ କୌଣସି ସମାଧାନ ବାଟ ବାହାରୁନାହିଁ। ଇତି ମଧ୍ୟରେ ୧୪ ଜଣ ପାଇଲଟ୍ ଚାକିରି ଛାଡ଼ିଥିବା ଖବର ମଧ୍ୟ ଆସୁଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post