ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ ପାଠ ପଢିବା ସ୍ୱପ୍ନ ପୂରଣ ହୋଇନାହିଁ, ତେବେ ଏଠାରେ କାମ କରିବାର ସ୍ୱପ୍ନ ପୂରଣ କରିପାରିବେ । ଏଥିପାଇଁ ଏନଆଇଟି ଦୁର୍ଗାପୁର ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏସନ ପ୍ରଫେସର ଏବଂ ପ୍ରଫେସର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁ ପ୍ରାର୍ଥୀ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି, ସେମାନେ ଅଫିସିଆଲ ୱେବସାଇଟ nitdgp.ac.inକୁ ଯାଇ ଆପ୍ଲାଏ କରିପାରିବେ । ଏହି ପଦବୀ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ।ଏନଆଇଟି ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ସମୁଦାୟ ୪୩ଟି ପଦବୀରେ ନିଯୁକ୍ତ କରାଯିବ । ଯଦି ଆପଣ ଏହି ପଦବୀରେ କାମ କରିବାକୁ ଚାହୁଁଛନ୍ତି ତେବେ ୩୦ ଏପ୍ରିଲ ପର୍ଯ୍ୟନ୍ତ ବା ଏହା ପୂର୍ବରୁ ଆବେଦନ କରିପାରିବେ । ପ୍ରାର୍ଥମାନେ ଏହି ପଦବୀ ପାଇଁ ଆବେଦନ କରିବା ପୂର୍ବରୁ ଦିଆଯାଇଥିବା ଏହି କଥା ଉପରେ ଧ୍ୟାନ ଦିଅନ୍ତୁ ।ଅଫିସିଆଲ ନୋଟିଫିକେସନ ଅନୁସାରେ, ଏନଆଇଟି ଦୁର୍ଗାପୁର ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏସନ ପ୍ରଫେସର ଏବଂ ପ୍ରଫେସର ପଦବୀ ପାଇଁ ପ୍ରାର୍ଥୀ ନିଯୁକ୍ତ କରୁଛନ୍ତି ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post