ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭ ଜଣ ଆହତ ହୋଇଥିବାବେଳେ ୬୦୦ ଘର କ୍ଷତିଗ୍ରସ୍ତ ହୋଇଥିବା ତାଲିବାନର ମୁଖପାତ୍ର ଅବଦୁଲ୍ଲାହ ଜନାନ୍ ସୈକ୍ ସୂଚନା ଦେଇଛନ୍ତି। ସେହିପରି ବନ୍ୟାରେ ୨୦୦ରୁ ଅଧିକ ଗୃହପାଳିତ ପଶୁଙ୍କର ମୃତ୍ୟୁ ଘଟିଛି। ବନ୍ୟା ପ୍ରଭାବରେ ୮୫ କିଲୋମିଟର ରାସ୍ତା ଓ ୮୦୦ ହେକ୍ଟର କୃଷିଜମି କ୍ଷତିଗ୍ରସ୍ତ ହୋଇଥିବା ସେ ସୂଚନା ଦେଇଛନ୍ତି। ଖାସକରି ଦେଶର ପଶ୍ଚିମ ଫରାହ, ହେରାତ, ଦକ୍ଷିଣ ଜାବୁଲ ଓ କଣ୍ଡାହାର ଆଦି ପ୍ରଦେଶ ଅଧିକ କ୍ଷତିଗ୍ରସ୍ତ ହୋଇଛି।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Prev Post
Next Post