ଓଡିଶା ଆସିବେ ମୋଦି। ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସି କେନ୍ଦ୍ରାପଡା ଲୋକ ସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post