ଆଜି ଚୈତ୍ର ମାସ ମଙ୍ଗଳବାରର ଶେଷ ପାଳି । ତେଣୁ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଆଜି ପିଠାପଣା ବାସ୍ନାରେ ଚର୍ତୁଦିଗ ମହକୁଛି । ଦାଣ୍ଡରେ ପଣା ଢଳାଯାଇ ମାଆଙ୍କ ପାଖେ ସମସ୍ତେ ପରିବାର ପାଇଁ ମଙ୍ଗଳ ମନାସନ୍ତି ।ତେବେ ଏହାରି ମଧ୍ୟରେ ଆଜି କାକଟପୁର ମାଆ ମଙ୍ଗଳାଙ୍କ ଶେଷ ଚୈତ୍ର ଯାତ୍ରା । ଏହି ଅବସରରେ ରାଜରାଜେଶ୍ୱରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମାଆ । ଚୈତ୍ର ମାସ ଶେଷ ମଙ୍ଗଳବାର ଥିବାରୁ ଆଜି ମାଆଙ୍କ ଝାମୁ ଯାତ୍ରା ଅନୁଷ୍ଠିତ ହେବ । ମାଆଙ୍କ ଦର୍ଶନ ପାଇଁ ଭୋର ୫ଟାରୁ ମନ୍ଦିରରେ ଭକ୍ତମାନଙ୍କ ଭିଡ଼ ଲାଗିରହିଛି । ମାଆଙ୍କ ଏହି ରାଜରାଜେଶ୍ୱରୀ ବେଶ ଅତ୍ୟନ୍ତ ମନଲୋଭା ହୋଇଥିବା ବେଳେ ବହୁ ସଂଖ୍ୟାରେ ଭକ୍ତଙ୍କ ଭିଡ଼ ଲାଗିରହିଛି ।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Prev Post
Next Post