ସେନ୍ସେକ୍ସ ୧୧୪.୪୯ ପଏଣ୍ଟ ବା ୦.୧୬ ପ୍ରତିଶତ ବୃଦ୍ଧି ଘଟି ୭୩,୮୫୨.୯୪ ପଏଣ୍ଟରେ ବନ୍ଦ ହୋଇଛି। ଗତ ୪ ଦିନରେ ସେନ୍ସେକ୍ସ ୧୩୬୩.୯୫ ପଏଣ୍ଟ ବୃଦ୍ଧି ଘଟିଛି। ଏଥିଯୋଗୁ ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ତାଲିକାଭୁକ୍ତ କମ୍ପାନିଙ୍କ ବଜାରପୁଞ୍ଜି ୮ ଲକ୍ଷ ୪୮ ହଜାର ୩୨୮ କୋଟି ୯୦ ଲକ୍ଷ ବୃଦ୍ଧି ପାଇ ୪୦୧ ଲକ୍ଷ ୩୭ ହଜାର ୩୭୭ କୋଟି ୨୧ ଲକ୍ଷ ଟଙ୍କା ବା ୪.୮୪ ଲକ୍ଷ କୋଟି ଡଲାରରେ ପହଞ୍ଚିଛି। ପଶ୍ଚିମ ଏସିଆରେ ଉତ୍ତେଜନା ଦୂର ହୋଇ ନଥିଲେ ମଧ୍ୟ ନିବେଶକମାନେ ସେୟାର ବଜାରରେ ନିବେଶ ପାଇଁ ଆଗ୍ରହ ପ୍ରକାଶ କରୁଛନ୍ତି। ଏଥିଯୋଗୁ ଷ୍ଟକ ମାର୍କେଟ ଉପରକୁ ଉଠୁଛି ବୋଲି ବିଶେଷଜ୍ଞମାନେ କହିଛନ୍ତି। ଏସିଆେରେ ସିଓଲ, ଟୋକିଓ, ସାଂଘାଇ ଏବଂ ହଂକଂ ଷ୍ଟକ ମାର୍କେଟ ଉପରକୁ ଉଠିଛି। ଅନ୍ୟପକ୍ଷରେ ଅଶୋଧିତ ତେଲ ଦାମ୍ ଆଜି ହ୍ରାସ ପାଇଛି। ବ୍ରେଣ୍ଟ୍ କ୍ରୁଡ୍ ଦାମ୍ ବ୍ୟାରେଲ୍ ପିଛା ୦.୫୧ ପ୍ରତିଶତ ହ୍ରାସ ଘଟି ୮୭.୯୭ ଡଲାର ରହିଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post