ଦେଶର ସେୟାର ବଜାରରେ ଖୁଚୁରା ନିବେଶକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛନ୍ତି। ଗତବର୍ଷ ଖୁଚୁରା ନିବେଶକ ସଂଖ୍ୟା (ଡିମାଟ୍ ଆକାଉଣ୍ଟ୍) ୪.୦୩ କୋଟି (୩୧.୨୩ %) ବୃଦ୍ଧି ଘଟିଛି। ଏଥିରେ ୧.୨୮ କୋଟି ନିବେଶକ (୩୨.୧୬%) ନୂଆ ନିବେଶକ ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶରୁ ଆସିଛନ୍ତି। ଆର୍ଥିକ ରୂପେ ପଛୁଆ ବା ‘ବିମାରୁ’ ରାଜ୍ୟ ଭାବେ ଏମାନେ ଜଣାଶୁଣା। ଅନ୍ୟପକ୍ଷରେ ଉନ୍ନତ ରାଜ୍ୟ ତାମିଲନାଡ଼ୁ, କର୍ଣ୍ଣାଟକ, କେରଳ, ତେଲେଙ୍ଗାନାରେ କେବଳ ୫୨.୧୦ ଲକ୍ଷ (୧୨.୯୨%) ନୂଆ ନିବେଶକ ଯୋଡ଼ି ହୋଇଛନ୍ତି।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post