ଷ୍ଟକ୍ ମାର୍କେଟ୍ ଏବଂ ନିବେଶକମାନଙ୍କ ପାଇଁ ଶୁକ୍ରବାର ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି। ଭାରି କ୍ଷତି ସହ ସେନସେକ୍ସ ଏବଂ ନିଫ୍ଟି କାରବାର ବନ୍ଦ ହୋଇଛି। ସେନସେକ୍ସ ୭୩୨.୯୬ ପଏଣ୍ଟ ହ୍ରାସ ପାଇ ୭୩୮୭୮.୧୫ ପଏଣ୍ଟରେ ବନ୍ଦ ହୋଇଥିଲା ବେଳେ ନିଫ୍ଟି ମଧ୍ୟ ୧୭୨.୩୫ ପଏଣ୍ଟ ହ୍ରାସ ପାଇ ୨୨୪୭୫.୮୫ ପଏଣ୍ଟରେ ବନ୍ଦ ହୋଇଛି।ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ କ୍ୟାପ୍ ମଧ୍ୟ ପ୍ରାୟ ୪.୨୫ ଲକ୍ଷ କୋଟି ଟଙ୍କା ହ୍ରାସ ପାଇଛି। ନିବେଶକମାନେ ପ୍ରାୟ ୪ ଲକ୍ଷ କୋଟି ଟଙ୍କାର କ୍ଷତି ସହିଛନ୍ତି। ଏହି ହ୍ରାସ କେବଳ ଭାରତରେ ସୀମିତ ନାହିଁ। ଏସିଆର ସମସ୍ତ ଷ୍ଟକ୍ ମାର୍କେଟ ମଧ୍ୟ ଖରାପ ପ୍ରଦର୍ଶନ ଦେଖିବାକୁ ମିଳିଛି।ଜାପାନର ନିକ୍କେ, ଚାଇନାର ସାଂଘାଇ କମ୍ପୋଜିଟ୍ ଏବଂ ଦକ୍ଷିଣ କୋରିଆର କୋସ୍ପି ମଧ୍ୟ ହ୍ରାସ ପାଇଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍, ଏଲ୍ ଆଣ୍ଡ ଟି, ଏଚଡିଏଫସି ବ୍ୟାଙ୍କ ଏବଂ ଭାରତ ଏୟାରଟେଲର ଷ୍ଟକରେ ଏକ ବଡ ହ୍ରାସ ରେକର୍ଡ କରାଯାଇଛି
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post