ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଛି। ଆଉ ଏଥିରେ ଖୋରାକ ଯୋଗାଇଛି ସମୀରଙ୍କ ଟ୍ବିଟ୍।ଶନିବାର ନିର୍ବାଚିତ ପ୍ରତିନିଧିଙ୍କ ସହ ୩ ହଜାରରୁ ଅଧିକ କର୍ମୀ ଦଳ ଛାଡିବା ନେଇ ଲିଖିତ ଭାବେ ଜଣାଇଛନ୍ତି । ତୁରନ୍ତ ପ୍ରାର୍ଥୀ ପରିବର୍ତ୍ତନ କରିବା ପାଇଁ ଚେତାବନୀ ଦେଇଥିବା ବେଳେ ଦଳକୁ ୧୨ ଘଣ୍ଟିିଆ କଣ୍ଟ ଦେଇଛନ୍ତି । ଏହାରି ଭିତରେ ଚର୍ଚ୍ଚା ବଢାଇଛି ସମୀର ଦାଶଙ୍କ ଟ୍ବିଟ । ନିଜ ଏକ୍ସ’ରେ ସେ ଲେଖିଛନ୍ତି, ସମସ୍ତଙ୍କୁ ହୃଦୟରୁ ସାଧୁବାଦ। ଏଥିସହ #ସମୀରପରିବାର ମଧ୍ୟ ଲେଖିଛନ୍ତି। ତେବେ ସେ କେଉଁ ଆଡକୁ ଇଙ୍ଗିତ କରି ଏପରି ଲେଖିଛନ୍ତି ସେ ନେଇ ଚର୍ଚ୍ଚା ବଢିବାରେ ଲାଗିଛି।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
Prev Post
Next Post