ଅଡୁଆରେ ଅନୁଭବ

ବର୍ତ୍ତମାନ ଅଭିନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି । ତାଙ୍କ ନାଁରେ ଚାର୍ଜଫ୍ରେମ୍ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ଅନୁଭବଙ୍କ ଡିସଚାର୍ଜ ପିଟିସନ ଖାରଜ ହୋଇଛି । ଏହି ମାମଲା ବର୍ଷାଙ୍କ ପକ୍ଷରୁ ପୁରୀଘାଟ ଥାନାରେ ହୋଇଥିଲା । ଏହି ଘରୋଇ ହିଂସା ମାମଲା କୋର୍ଟରେ ବିଚାରଧୀନ ଥିଲା ।