ଭାରତର ସର୍ବବୃହତ ଆମୁ୍ୟଜମେଣ୍ଟ (ଆମୋଦ ପ୍ରମୋଦ) ପାର୍କ ଚେନ୍ ୱଣ୍ଡେର୍ଲା ହଲିଡେଜ୍ ଓଡ଼ିଶାକୁ ଆସିଛି । ଏହି ଆମ୍ୟୁଜମେଣ୍ଟ ପାର୍କ ଖୋର୍ଦ୍ଧା ନିକଟସ୍ଥ କୁମ୍ଭାରବସ୍ତରେ ଆସନ୍ତା ୨୪ ତାରିଖରେ ଉଦଘାଟନ ହେବ । ଏହା ୱଣ୍ଡେର୍ଲାର କୋଚି, ବେଙ୍ଗାଲୁରୁ ଏବଂ ହାଇଦରାବାଦ ପରେ ଚତୁର୍ଥ ପାର୍କ । ଏହି ପାର୍କରେ ୨୧ରୁ ଅଧିକ ଆନନ୍ଦଦାୟକ ଶୁଷ୍କ ଓ ଆର୍ଦ୍ର (ଡ୍ରାଏ ଆଣ୍ଡ ୱେଟ୍) ରାଇଡ୍ ପ୍ରଦର୍ଶିତ କରାଯାଉଛି । ଏ ସଂପର୍କରେ କମ୍ପାନିର ପରିଚାଳନା ନିର୍ଦ୍ଦେଶକ ଅରୁଣ କେ ଚିଟ୍ଟିଲାପ୍ପିଲେ କହିଛନ୍ତି ଯେ ଏହି ପ୍ରକଳ୍ପରେ କମ୍ପାନି ୧୯୦ କୋଟିର ପୁଞ୍ଜିନିବେଶ କରିଛି ଓ ଏଥିରେ ୪୫୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିଛି । ଆଗାମୀ ଦିନରେ ଗୋଆ, ପଞ୍ଜାବ, ଗୁଜରାଟ ଆଦି ରାଜ୍ୟରେ ଆମ୍ୟୁଜମେଣ୍ଟ ପାର୍କ ସ୍ଥାପନ ପାଇଁ କମ୍ପାନି ଲକ୍ଷ୍ୟ ରଖିଛି । ଚେନ୍ନାଇରେ ୫୦୦ କୋଟି ବିନିଯୋଗରେ ଏକ ନୂଆ ପାର୍କ ସ୍ଥାପନ କରିବାକୁ ଯାଉଛୁ ବୋଲି ସେ କହିଛନ୍ତି ।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post