ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।ଏହି ଅବସରରେ ସେ ପୁରୀ ଲୋକ ସଭା ଏବଂ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଏହାପରେ ସେ ଅନୁଗୋଳ ଏବଂ କଟକଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବେ। ଏହାପରେ ସେ ଫେରିଯିବେ ବୋଲି ଜଣାପଡ଼ିଛି।
Trending
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
Next Post