ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ’ ଆରମ୍ଭ କରିଛନ୍ତି । ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ନବୀନ ପଟ୍ଟନାୟକ ।୨୦୧୯ ନିର୍ବାଚନ ଠାରୁ ୨୦୨୪ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶ୍ ଆକ୍ସନମୋଡକୁ ଆସିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲା ବୋଲି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଜନସଭାକୁ ଉଦବୋଧନ ଦେଇ ତାଙ୍କ ସରକାରର ସଫଳ ଯୋଜନା ବାବଦରେ ଲୋକଙ୍କ ମତ ନେବା ସହ ସଭା ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post