କେନ୍ଦୁଝରର ପାଟଣା ନିର୍ବାଚନ ମଣ୍ଡଳୀରେ ଆଜି ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ୍ । ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ । ଆଉ କହିଥିଲେ, ଆମ ମୁଖ୍ୟମନ୍ତ୍ରୀ ଆଦିବାସୀ ଭାଇ ଭଉଣୀମାନଙ୍କୁ ବହୁତ ଭଲ ପାଆନ୍ତି । ଆଦିବାସୀ ଭାଇ, ଭଉଣୀମାନଙ୍କ ପରିଚୟ ହେଉଛି କଳା, ସଂସ୍କୃତି, ଭାଷା, ପୂଜାସ୍ଥଳୀ । ଆପଣ ଭାବନ୍ତୁ ଏବେ ସୁଦ୍ଧା ଅନ୍ୟ କେହି ଆପଣଙ୍କ ଏସବୁ ଦିଗରେ ଚିନ୍ତା କରିଥିଲେ କି । ଆମ ମୁଖ୍ୟମନ୍ତ୍ରୀ କିନନ୍ତୁ ଚିନ୍ତା କଲେ ଆପଣଙ୍କର ଏସବୁ କୁ ଆପଣଙ୍କ ଭବିଷ୍ୟତ ପିଢୀ ପାଇଁ ବଞ୍ଚାଇ ରଖିବାକୁ । ଏଥିପାଇଁ ଆମ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି । ବିଜେପି ସରକାର ଥିବା ରାଜ୍ୟରେ ଏମିତି ଅନୁଷ୍ଠାନ ନାହିଁ ।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ