ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ଲାଗି ପ୍ରଚାର କରିବାକୁ ନଡ୍ଡା ଧାମନଗର ଆସିବେ ବୋଲି ଜିଲା ମିଡିଆ ସେଲ୍ ସଂଯୋଜକ ବୈକୁଣ୍ଠନାଥ ସାହୁ ସୂଚନା ଦେଇଛନ୍ତି। ନଡ୍ଡା ଅସୁରାଳି ଷ୍ଟ୍ରକ୍ଚର ପଡ଼ିଆରେ ହେବାକୁ ଥିବା ବିଶାଳ ଜନ ସମାବେଶରେ ଯୋଗଦେଇ ନିର୍ବାଚନୀ ପ୍ରଚାର କରିବେ। ଏଥିପାଇଁ ଭାଜପା ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ