ଖୋର୍ଦ୍ଧାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଜନସଭାରେ ବିକାଶମୂଳକ କାମର ହିସାବ ଦେବା ସହ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ । ଆସନ୍ତା ଜୁଲାଇ ମାସରୁ ମାଗଣା ବିଜୁଳି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ଏହାସହ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ମଧ୍ୟ ଭୁଲିନାହାନ୍ତି ନବୀନ । ବିରୋଧୀ ଏବେ ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି । ନିର୍ବାଚନ ଥିବାରୁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବୀନ କହିଛନ୍ତି । କେବଳ ଏତିକି ନୁହେଁ ଖୋର୍ଦ୍ଧା ସଭାରୁ ଅପରାଜିତାଙ୍କୁ ମଧ୍ୟ ଟାର୍ଗେଟ କରିବାକୁ ଭୁଲିନାହାନ୍ତି ନବୀନ । ପୁରୀ ପରିକ୍ରମା ପ୍ରକଳ୍ପ ଓ ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବାକୁ ଭୁବନେଶ୍ୱର ସାଂସଦ ଚେଷ୍ଟା କରିଥିଲେ ବୋଲି କହିଛନ୍ତି ନବୀନ । ତେଣୁ ଏଥର ବିଜେଡିର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ କହିଛନ୍ତି ନବୀନ ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post