ତାଇୱାନର ସ୍ବତନ୍ତ୍ରତାକୁ ସମର୍ଥନ କରୁଥିବା ବ୍ୟକ୍ତିଙ୍କ ମୁଣ୍ଡ କାଟି ଦିଆଯିବ। ଚାଇନା କହିଛି ତାଇୱାନର ସ୍ବ-ଶାସିତ ଦ୍ୱୀପ ଚାରିପାଖରେ ଏହାର ସାମରିକ ଅଭ୍ୟାସ ଏକ ‘ଗଭୀର ଚେତାବନୀ’ ପଠାଇବା ପାଇଁ ଉଦ୍ଦିଷ୍ଟ। ତାଇୱାନର ନୈସେନା ଚାଇନାର ଯୁଦ୍ଧାଗ୍ୟାସର ଏକ ଚିତ୍ର ଶେୟାର କରିଛି।ନିକଟରେ ତାଇୱାନର ନୂତନ ରାଷ୍ଟ୍ରପତି ଲାଇ ଚିଙ୍ଗ ଶପଥ ଗ୍ରହଣ କରିଛନ୍ତି, ଯେଉଁଥିରେ ସେ ୩୦ମିନିଟର ଭାଷଣରେ ଚାଇନାକୁ କଡ଼ା ଚେତାବନୀ ଦେଇଛନ୍ତି। ଏହି ସମୟରେ ସେ କହିଥିଲେ ଯେ ତାଇୱାନକୁ ଧମକ ଦେବା ବନ୍ଦ କରିବା ଉଚିତ୍। ଏଥିସହ ତାଇୱାନ ଷ୍ଟ୍ରାଇଟରେ ଶାନ୍ତି ବଜାୟ ରଖିବା ବିଷୟରେ କହିଥିଲେ ଏବଂ ତାଇୱାନରେ ଗଣତନ୍ତ୍ରର ସୁରକ୍ଷା ପାଇଁ ଶପଥ ନେଇଥିଲେ, ଯାହା ପରେ ଚାଇନା ରାଗିଯାଇଥିଲା।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ