ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଦର୍ଶନ କରିବା ପରେ ଆରବିଆଇ ଗଭର୍ଣ୍ଣରଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ବହୁବର୍ଷ ପରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାର ସୁଯୋଗ ମିଳିଲା । ଆମେ ବହୁ ଭଲରେ ପ୍ରଭୁ ଲିଙ୍ଗରାଜଙ୍କର ଦର୍ଶନ କଲୁ ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Next Post