ଦେଶରେ ନିର୍ବାଚନ ଜାରି ରହିଥିଲା ବେଳେ ସକାରାତ୍ମକ ଫଳାଫଳ ଆଶାରେ ଶେୟାର ବଜାରରେ ଉତ୍ସାହ ଲାଗି ରହିଛି। ଏହି କ୍ରମରେ ଶୁକ୍ରବାର ସେନସେକ୍ସ ଏବଂ ନିଫ୍ଟି ବେଞ୍ଚମାର୍କ ସର୍ବକାଳୀନ ଉଚ୍ଚ ସ୍ତରକୁ ଛୁଇଁଛି। ଗୁରୁବାର ନିଫ୍ଟି ନୂତନ ଉଚ୍ଚତାକୁ ସ୍ପର୍ଶ କରିଥିଲା ବେଳେ ଗୁରୁବାର ମଧ୍ୟ ଏହି ଧାରା ଜାରି ରଖିଛି।ଶୁକ୍ରବାର ବଜାର ଖୋଲିବା ପରେ ସେନସେକ୍ସ ୭୫,୫୮୨ ପଏଣ୍ଟ ଛୁଇଁଥିଲା ବେଳେ ନିଫ୍ଟି ପ୍ରଥମଥର ପାଇଁ ୨୩,୦୦୪ ମାର୍କରେ ପହଞ୍ଚିଥିଲା। ସକାଳୁ ସକାଳୁ ସେନସେକ୍ସ ୧୫୫.୬୨ ପଏଣ୍ଟ ବୃଦ୍ଧି ହୋଇଥିଲା ବେଳେ ନିଫ୍ଟି ୩୫.୨୦ ପଏଣ୍ଟ ବୃଦ୍ଧି ପାଇଥିଲା। ଏହି ସମୟରେ ଶେୟାର ବଜାରରେ ୧,୭୩୪ ଶେୟାର ମୂଲ୍ୟ ବଢିଥିଲା ବେଳେ ୧,୦୫୬ ଶେୟାର ହ୍ରାସ ପାଇଥିଲା ଏବଂ ୧୦୦ ଶେୟାର ଅପରିବର୍ତ୍ତିତ ରହିଥିଲା।
Trending
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
Prev Post
Next Post