ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନରେ ଛିଡା ହୋଇ ମତଦାନ କରୁଛନ୍ତିି ଭୋଟର । ପ୍ରବଳ ଖରା, ଗୁଳୁଗୁଳି ସତ୍ତେ୍ୱ ମଧ୍ୟ ଉତ୍ସାହର ସହ ଭୋଟ ଦେଉଛନ୍ତି ଭୋଟର । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା ୨୧.୩୨% ମତଦାନ ହୋଇଛି ।ଜିଲ୍ଲାୱାରୀ ଭୋଟ ପ୍ରତିଶତକୁ ଦେଖିଲେ ଦେବଗଡରେ ଏବେ ସୁଦ୍ଧା ସର୍ବାଧିକ ମତଦାନ ହୋଇଛି । ଦେବଗଡରେ ସର୍ବାଧିକ ୨୪% ମତଦାନ ହୋଇଛି । ସେହିଭଳି ଢେଙ୍କାନାଳରେ ୨୦.୯୨%, କେଉଁଝରରେ ୨୦.୮୪%, ଖୋର୍ଦ୍ଧାରେ ୨୧.୬୧%, ମୟୂରଭଞ୍ଜରେ ୨୧.୨୪%, ନୟାଗଡରେ ୧୯.୩୦%, ପୁରୀରେ ୨୧.୬୪%, ସମ୍ବଲପୁରରେ ୨୨.୪୯% ମତଦାନ ହୋଇଛି । ସେହିଭଳି ବିଧାନସଭା ସ୍ତରରେ ପାଲଲହଡାରେ ସର୍ବାଧିକ ୩୬.୩୪% ମତଦାନ ହୋଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ