ରାଜ୍ୟରେ ପଡୁଛି ତୃତୀୟ ପର୍ଯ୍ୟାୟ ଭୋଟ୍ । ଦିନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ମତଦାନ ହୋଇଛି । ଅନୁଗୁଳରେ ୩୬.୩୬ ପ୍ରତିଶତ ଭୋଟିଂ ହୋଇଥିବାବେଳେ କଟକରେ ୩୩.୩୩ ପ୍ରତିଶତ ମତଦାନ ହୋଇଛି । ସେହିଭଳି ଦେବଗଡରେ ୪୧ ପ୍ରତିଶତ ଓ ଢେଙ୍କାନାଳରେ ୩୫.୬୯ % ଭୋଟିଂ ହୋଇଛି । କେନ୍ଦୁଝରରେ ୩୫.୫୯ ପ୍ରତିଶତ, ଖୋର୍ଦ୍ଧାରେ ୩୩.୫୫ ପ୍ରତିଶତ, ମୟୂରଭଞ୍ଜରେ ୩୫.୯୧ ପ୍ରତିଶତ, ନୟାଗଡରେ ୩୭.୬୯ ପ୍ରତିଶତ, ପୁରୀରେ ୩୭.୯୬ ପ୍ରତିଶତ, ସମ୍ବଲପୁର-୩୮.୨୮ ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ ନିର୍ବାଚନ ପକ୍ଷରୁ ସୂଚନା ଦିଆଯାଇଛି ।
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି