ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ମାରପିଟ୍, ଗଣ୍ଡଗୋଳ, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି। ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି । ପ୍ରିଜାଇଡିଂ ଅଫିସର ଜ୍ଞାନରଞ୍ଜନ ତ୍ରିପାଠୀଙ୍କ ଅଭିଯୋଗ ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୋଲିସ ଗିରଫ କରିଛି ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Prev Post
Next Post