ଓଡ଼ିଶାରେ ନିର୍ବାଚନ ଜିତିବାକୁ ବିଜେପି ସବୁ ପ୍ରକାରର ଉଦ୍ୟମ ଚଳାଇଥିବାବେଳେ ପ୍ରଚାରକୁ ଶାଣିତ କରିବାକୁ ମଙ୍ଗଳବାର
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶାହ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିରେ, ଅପରାହ୍ନ ୨ଟା୧୫ରେ କୋରେଇ ନିର୍ବାଚନମଣ୍ଡଳୀର ପାଣିକୋଇଲିଠାରେ ଏବଂ ଅପରାହ୍ନ ୪ଟାରେ ନିମାପଡ଼ାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।
ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଆଜି ବିଭିନ୍ନ ସ୍ଥାନରେ ପ୍ରଚାର କରିଥିବାବେଳେ ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୩୦ରେ ରାଇରଙ୍ଗପୁରଠାରେ ଅନୁଷ୍ଠିତ ରୋଡ୍ ସୋ’ରେ ଯୋଗଦେବେ। ଏହା ପରେ ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ନ ୧୨ଟା ୫ରେ ମୋରଡ଼ା ନିର୍ବାଚନମଣ୍ଡଳୀର ସୁଳିଆପଦା, ଅପରାହ୍ନ ୨ଟା ୧୫ରେ ସୋରର ରଘୁନାଥପୁର, ଅପରାହ୍ନ ୪ଟାରେ ଜଗତସିଂହପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।
Trending
- ୪ଦିନ ପରେ ଗଡ଼ିଲା ଘରୋଇ ବସ୍
- ଅପରେସନ୍ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ
- ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କଲେ ବିଭାଗୀୟ ମନ୍ତ୍ରୀ
- ସମ୍ବିଧାନ ବଞ୍ଚାଅ ନୁହେଁ କଂଗ୍ରେସ ବଂଚାଅ ଆନ୍ଦୋଳନ: ବିଜେପି
- ବିଜେପିକୁ ଟାର୍ଗେଟ କଲେ ରାହୁଲ
- ଜେଲରୁ ମୁକୁଳିଲେ ଜଗା ପ୍ରଧାନ
- ୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
- ଭାରତ ଏକ ଧର୍ମଶାଳା ନୁହେଁ
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
Prev Post
Next Post