ଭୁବନେଶ୍ୱର-କୁଆଲାଲମ୍ପୁର ମଧ୍ୟରେ ସିଧାସଳଖ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହେବ। ଏୟାର ଏସିଆ ଏହି ବିମାନସେବା ପ୍ରଦାନ କରିବ। ବିମାନଟି କୁଆଲାଲମ୍ପୁରରୁ ରାତି ୧୦ଟା ୧୦ରୁ ବାହାରି ଭୁବନେଶ୍ୱରରେ ରାତି ୧୧ଟା ୨୦ରେ ପହଞ୍ଚତ୍ବ। ସେହିପରି ଭୁବନେଶ୍ୱରରୁ ବିମାନ ପୁଣି ରାତି ୧୧ଟା ୫୦ରୁ ଉଡ଼ାଣ ଆରମ୍ଭ କରିବ। ସପ୍ତାହର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ୩ଦିନ ବିମାନ ଚଳାଚଳ କରିବ। ଉଲ୍ଲେଖଯୋଗ୍ୟ, ୨୦୧୭ରେ ଏୟାର ଏସିଆ ପକ୍ଷରୁ ଭୁବନେଶ୍ୱର-କୁଆଲାଲମ୍ପୁର ମଧ୍ୟରେ ବିମାନ ଚଳାଚଳ କରୁଥିଲା। କିନ୍ତୁ କୋଭିଡ୍ ପାଇଁ ଉକ୍ତ ବିମାନସେବା ବନ୍ଦ ହୋଇଯାଇଥିଲା। ଏବେ ପୁଣି ସିଧାସଳଖ ବିମାନସେବା ଆରମ୍ଭ ହେବା ଯାତ୍ରୀଙ୍କ ମଧ୍ୟରେ ଖୁସି ଆଣିଦେଇଛି।
Trending
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Prev Post