୨୦୧୯ରେ ଭୋଗରାଇବାସୀ ଯାହା ଦାବି ରଖିଥିଲେ ସେସବୁ ବିଜେଡି ସରକାର ପୂରଣ କରିଛି ।ଭୁଷଣ୍ଡେଶ୍ୱର ମନ୍ଦିରର ରୂପାନ୍ତରିକରଣ ପାଇଁ ଆର୍ଥିକ ସହଯୋଗ ଦିଆଯାଇଛି । ଭୋଗରାଇର ଡ୍ରେନେଜ୍ କାମ କରିବାକୁ ଭୋଗରାଇ ସଂସ୍କାର ପ୍ରୋଜେକ୍ଟ ପାଇଁ ୧୦୦ କୋଟି ଟଙ୍କା ମଂଜୁର ହୋଇଛି । ଏହାସହ କୋଷ୍ଟ କେନାଲ କାମ ପାଇଁ ୨୧୮ କୋଟି ଟଙ୍କା ମଂଜୁର ହୋଇଛି । ଆଉ ବାକି କାମ ସାଂସଦ ଓ ବିଧାୟକ ଆଗେଇ ନେବେ । ଏଯଶଏର୍ ମୁଖ୍ୟମନ୍ତ୍ରୀ ଯାହା ବିକାଶମୂଳକ କାମ କରିଛନ୍ତି ତାକୁ ଆଧାର କରି ମୁଖ୍ୟମନ୍ତ୍ରୀ ୩ ଟି ଫେଜରେ ମେଜରିଟି ପାଇସାରିଲେଣି । ହେଲେ ଓଡିଶାବାସୀ ଜାଣିବା କଥା, ବିଜେପି ଓଡିଶାବାସୀଙ୍କ ପାଇଁ କ’ଣ କରିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଭିକେ ପାଣ୍ଡିଆନ୍ । ଓଡିଶାକୁ ୨୫ ବର୍ଷ ତଳକୁ ଟାଣିନେବା ଭଳି ମେନିଫେଷ୍ଟୋ କରିଛି ବିଜେପି । କେବଳ ମିଛକଥା, ଅପପ୍ରଚାର ଓ କୁମ୍ଭୀରକାନ୍ଦଣା ବିଜେପି ସବୁବେଳେ କରେ ବୋଲି କହିଛନ୍ତି ପାଣ୍ଡିଆନ୍ ।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ