ଇଭିଏମ ଭାଙ୍ଗିବା ଘଟଣାରେ ଗିରଫ ହୋଇଥିବା ପ୍ରଶାନ୍ତ ଜଗଦେବ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଳରେ ଭର୍ତ୍ତି କରାଯାଇଛି । ଜେଲରେ ଥିବା ବେଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଛି । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜେଲରୁ ଏସସିବି ଆଣି ଭର୍ତ୍ତିକ କରିଛନ୍ତି ଜେଲ୍ କର୍ମଚାରୀ ନ୍ୱର୍ତ୍ତମାନ ମେଡିସିନ୍ ୱାର୍ଡ ଆଇସିୟୁରେ ତାଙ୍କର ଚିକିତ୍ସା କରାଯାଉଥିବା ଜାଣିବାକୁ ମିଳିଛି । ସୂଚନା ଅନୁସାରେ, ଚଳିତ ନିର୍ବାଚନରେ କାଉଁରୀପାଟଣା ବୁଥ ଗଣ୍ଡଗୋଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ତେବେ ଏହି ମାମଲା ଏବେ ଓଡ଼ିଶା ରାଜନୀତିକୁ ସରଗରମ କରିଥିବା ବେଳେ ବିଜେଡି ବିଜେପି ମଧ୍ୟରେ ରାଜନୀତି ଯୁଦ୍ଧ ଆହୁରି ବଢିଯାଇଛି ।
Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି