ଚତୁର୍ଥ ପର୍ଯ୍ୟାୟ ନିର୍ବାଚନର ଶେଷ ଦିନରେ ଓଡିଶାରେ ପ୍ରଚାର କରିବା ପାଇଁ ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧୀ । ଭଦ୍ରକ ଲୋକସଭା କ୍ଷେତ୍ରର ସିମୁଲିଆରେ ପ୍ରଚାର ସଭାକୁ ସମ୍ବୋଧନ କରି କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ରାହୁଲ ଭୋଟ ମାଗିବେ । ଏହା ହେଉଛି ରାହୁଲ ଗାନ୍ଧୀଙ୍କ ତୃୀତୟ ଓଡିଶା ଗସ୍ତ ।ପୂବ ର୍ରୁ ରାହୁଲ ସାଲେପୁର ଓ ବଲାଙ୍ଗୀରରେ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହାସହ ରାୟଗଡା ସଭାରେ ଭିଡିଓ କନଫରେନ୍ସିଂରେ ଯୋଡି ହୋଇଥିଲେ । ଚଳିତ ଥର କଂଗ୍ରେସ ୫ ନ୍ୟାୟ, ୨୫ ଗ୍ୟାରେଂଟିକୁ ନେଇ ନିର୍ବାଚନ ଇସ୍ତାହାର ପ୍ରସ୍ତୁତ କରିଛି । ରୋଜଗାର ସୃଷ୍ଟି, ଦାଦନ ସମସ୍ୟା, ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦେବା କଥା କହି ଭୋଟ୍ ଦେବାକୁ ଅପିଲ କରିଛି କଂଗ୍ରେସ ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Next Post