ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ । ୪୬୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ମୋଟ ୯୯ଲକ୍ଷ ୬୧ହଜାର ୫୭ଜଣ ଭୋଟର ନିର୍ଦ୍ଧାରଣ କରିବେ । ମତଦାନକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ରାଜ୍ୟ ପୋଲିସ ବ୍ୟତୀତ ୧୨୫ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଛି । ମୋଟ ୧୦୮୮୨ଟି ମତଦାନ କେନ୍ଦ୍ରରେ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ