ଓଡିଶା ଲୋକସଭା ଆସନକୁ ନେଇ ଇଣ୍ଡିଆ ଟିଭିର ପୂର୍ବାନୁମାନ । ବିଜେପିକୁ ୧୫ରୁ ୧୭ ଆସନ ମିଳିବା ନେଇ ଆକଳନ । ବିଜେଡିକୁ ୪ରୁ ୬ ଆସନ ମିଳିବା ନେଇ ପୂର୍ବାନୁମାନ । ସେହିପରି କଂଗ୍ରେସକୁ ମିଳିପାରେ ୦ରୁ ୧ ଆସନ । ସେହିପରି ଏନଡିଏ ମେଣ୍ଟକୁ ୩୭୧ ଆସନ ମିଳିବା ନେଇ ଆକଳନ ହୋଇଥିବାବେଳେ ଇଣ୍ଡିଆ ମେଣ୍ଟକୁ ୧୨୫ ଆସନ ମିଳିବା ଆକଳନ । ଅନ୍ୟ ଦଳକୁ ୪୭ ଆସନ ମିଳିବା ସମ୍ଭାବନା ।ସେହିପରି ଟିଭି-୫ ତେଲୁଗୁର ଜନମତ ସର୍ଭେ ଏନଡିଏ ମେଣ୍ଟକୁ ୩୫୯ ଆସନ ମିଳିବା ଆକଳନ , ଇଣ୍ଡିଆ ମେଣ୍ଟକୁ ୧୫୪ ଆସନ ମିଳିବା ସମ୍ଭାବନା । ଅନ୍ୟ ଦଳକୁ ୩୦ ଆସନ ମିଳିବା ସମ୍ଭାବନା ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post