ବି.ଏଡ୍.ରେ ନାମଲେଖା ପାଇଁ ଆବେଦନ ସମୟସୀମା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ଅନୁଷ୍ଠାନ – ଏନ୍.ସି.ଇ.ଆର୍.ଟି. ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଆବେଦନର ସମୟ ସୀମା ମଇ ୩୧ ତାରିଖ ପର୍ଯ୍ୟନ୍ତ ଥିଲା ।ଛାତ୍ରଛାତ୍ରୀମାନେ ଏନ୍.ସି.ଇ.ଆର୍.ଟି. ୱେବ୍ସାଇଟ୍ www.cee.ncert.gov.ରୁ ଆବେଦନ ସଂକ୍ରାନ୍ତ ଅଧିକ ସୂଚନା ଜାଣିପାରିବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ