ଆରମ୍ଭ ହୋଇଛି ଲୋକସଭା ଓ ୨ ରାଜ୍ୟର ବିଧାନସଭା ନିର୍ବାଚନ ଭୋଟ ଗଣତି । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ ବିଭିନ୍ନ କେନ୍ଦ୍ରରେ ଭୋଟ ଗଣତି ହୋଇଛି । ୭୦ଟି ଭୋଟ ଗଣତି କେନ୍ଦ୍ରରେ ୨.୫ କୋଟି ଭୋଟ ଗଣତି ଚାଲିଛି । ୬୯ଟି କେନ୍ଦ୍ରରେ ଇଭିଏମ୍ ଓ ବାଲାଟ ଏବଂ ଗୋଟିଏ ସେଣ୍ଟରରେ କେବଳ ପୋଷ୍ଟାଲ ବାଲାଟ ଗଣନା କରାଯାଉଛି । ଆଜିର ନିର୍ବାଚନ ଫଳାଫଳ ଉପରେ ସାରା ଦେଶବାସୀଙ୍କ ନଜର ରହିଛି ।ତେବେ ସଦସ୍ୟ ରିପୋର୍ଟ ମୁତାବକ, ବିଜେପି ୨୯ଟି ବିଧାନସଭା ଆସନରେ ଆଗରେ ରହିଥିବା ବିଜେପି ୧୪ଟିରେ ଆଗର ରହିଛି । କଂଗ୍ରେସ ୫ଟିରେ ଓ ୨ଟି ଆସନରେ ଅନ୍ୟ ପ୍ରାର୍ଥୀ ରହିଛନ୍ତି । ସେହିପରି ବିଜେପି ୧୫ଟି ଲୋକସଭା ଆସନରେ ଆଗରେ ରହିଥିବା ବେଳେ ବିଜେଡି ୨ଟିରେ ଆଗରେ ରହିଛନ୍ତି ଅନ୍ୟପକ୍ଷରେ କଂଗ୍ରେସ ଗୋଟିଏ ଆସନରେ ଆଗରେ ରହିଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post