ଓଡ଼ିଶାରେ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ବିଧାନସଭା ପ୍ରାରମ୍ଭିକ ଧାରାରେ, ରାଜ୍ୟରେ ବିଜେପି ଆଗରେ ଚାଲୁଥିବାବେଳେ, ଶାସକ ଦଳ ବିଜେଡି ବହୁ ଆସନରେ ପଛୁଆ ରହିଛି। ରାଜ୍ୟର ୧୪୭ ବିଧାନସଭା ଆସନ ମଧ୍ୟରୁ ବିଜେପି ୭୮ ଓ ବିଜେଡି ୫୪ ସିଟ୍ରେ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ୧୨, ସିପିଆଇ ଏମ ୧ ଓ ସ୍ବାଧୀନ ପ୍ରାର୍ଥୀ ୨ ଅଛନ୍ତି।୨୫ବର୍ଷ ପରେ ରାଜ୍ୟରେ ଓଡ଼ିଶାରେ ପରିବର୍ତ୍ତନର ପବନ ବହିଛି। ୨୫ ବର୍ଷ ପରେ ରାଜ୍ୟର ରାଜନୈତିକ ସମୀକରଣରେ ନୂଆ ଧାରା ଦେଖିବାକୁ ମିଳିଛି। ଫଳାଫଳ ଶାସକ ଦଳ ବିପକ୍ଷରେ ଯିବା ଭଳି ମନେ ହେଉଛି। ବିଜେପିର କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ ପରେ ରାଜ୍ୟରେ ଦଳ ବାଜିମାତ୍ ମୁହାଁହୋଇଛି। ଦଳୀୟ ଅସନ୍ତୋଷ ବିଜେଡ଼ି ପାଇଁ କାଳ ହୋଇଥିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post