ଓଡ଼ିଶାରେ ଏଥର ବିଜେଡି ଯାହା ଆଶା କରିଥିଲା ତାହା ଧୂଳିସାତ ହୋଇଯାଇଛି | ଇସ୍ତଫା ଦେଲେ ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥଲେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପରାସ୍ତ ହୋଇଛନ୍ତି। ଏଥିସହ ବିଜେଡି ୪୯ ଭୋଟ ପାଇ ଭାଜପା ଠାରୁ ବିଧାସଭାରେ ପରାସ୍ତ ହୋଇଛି।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର