ରାମ ମନ୍ଦିର ନିର୍ମାଣ ହୋଇଥିବା ନିର୍ବାଚନ ମଣ୍ଡଳୀରେ ବି ବିଜେପି ହାରିଯିବା ଅନେକଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଛି। ବିଜେପି ପ୍ରାର୍ଥୀ ଲାଲ୍ଲୁ ସିଂହ ଉକ୍ତ ଆସନରେ ୪୯୯,୭୨୨ ଭୋଟ୍ ପାଇଛନ୍ତି। ଅନ୍ୟପକ୍ଷେ ସମାଜବାଦୀ ପାର୍ଟି ପ୍ରାର୍ଥୀ ଅୱଧେଶ ପ୍ରସାଦ ୫୫୪,୨୮୯ ଭୋଟ୍ ପାଇଛନ୍ତି। ସିଂହ ୫୪,୫୬୭ ଭୋଟ୍ ବ୍ୟବଧାନରେ ଅୱଧେଶଙ୍କଠାରୁ ହାରିଛନ୍ତି। ସିଂହ କହିଛନ୍ତି, ମୋଦୀ-ଯୋଗୀ ନେତୃତ୍ବ ସତ୍ତ୍ବେ ଆମେ ଫୈଜାବାଦରେ ହାରିଗଲୁ। ତେଣୁ ମୋର କିଛି ଭୁଲ୍ ଥାଇପାରେ। ମୁଁ ଏହାକୁ ତର୍ଜମା କରିବି ବୋଲି ସେ କହିଛନ୍ତି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ