ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ ଅନ୍ୟ ପରାଜିତ ବିଧାୟକ ଓ ସାଂସଦ ପ୍ରାର୍ଥୀ ଯୋଗଦେଇଛନ୍ତି।ଗୋପବନ୍ଧୁ ଦାସ, ରବୀନ୍ଦ୍ର ଜେନା, କୌଶଲ୍ୟା ପ୍ରଧାନ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ରୋହିତ ପୂଜାରୀ, ପ୍ରିତିରଞ୍ଜନ ଘଡାଇ, ପଦ୍ମନାଭ ବେହେରା, ବିଶ୍ନୁବ୍ରତ ରାଉତରାୟ, ବିକ୍ରମ କେଶରୀ ଆରୁଖ, ଶ୍ରୀକାନ୍ତ ସାହୁ, ପ୍ରଭୁ ଜାନି, ବିକ୍ରମ ପଣ୍ଡା, ସୁବାସ ବେହେରା, ଅଶୋକ ପଣ୍ଡା, ସୁଶାନ୍ତ ବେହେରା ପ୍ରମୁଖ ବୈଠକରେ ଯୋଗଦେଇଛନ୍ତି।ସେହିପରି ପରାଜିତ ସାଂସଦ ପ୍ରାର୍ଥୀମାନେ ମଧ୍ୟ ନବୀନ ନିବାସରେ ଆୟୋଜିତ ବୈଠକରେ ଯୋଗ ଦେଇଛନ୍ତି। ସେମାନେ ହେଲେ ରଞ୍ଜିତା ସାହୁ, ମନ୍ମଥ ରାଉତରାୟ, ପ୍ରଣବ ପ୍ରକାଶ ଦାସ, ଅବିନାଶ ସାମଲ, ଶର୍ମିଷ୍ଠା ସେଠୀ, ରାଜଶ୍ରୀ ମଲ୍ଲିକ, ପ୍ରଦୀପ ମାଝୀ, ମଞ୍ଜୁଲତା ମଣ୍ଡଳ, ଲେଖାଶ୍ରୀ ସାମନ୍ତସିଂହାର ନବୀନ ନିବାସରେ ଆୟୋଜିତ ବୈଠକରେ ପହଞ୍ଚିଥିଲେ।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
Next Post