କେଶ ଝଡ଼ିବା ସମସ୍ୟା ଦିନକୁ ଦିନ ବ୍ୟତିବ୍ୟସ୍ତ କରାଉଛି । ସମସ୍ତେ କେଶକୁ ନେଇ ଟିକିଏ ଅଧିକ ଚିନ୍ତିତ । ବର୍ତ୍ତମାନ ସମୟରେ ଅଧିକାଂଶ ଲୋକଙ୍କର କେଶ ଧଳା ପଡ଼ୁଥିବାର ଦେଖିବାକୁ ମିଳୁଛି । ତେବେ ଏହି ଧଳା କେଶକୁ ଲୁଚାଇବାକୁ ଯାଇ କେଶରେ ବିଭିନ୍ନ ପ୍ରକାର କେମିକାଲ ରଙ୍ଗ ପ୍ରୟୋଗ କରିଥାନ୍ତି । ଏଥିସହ ହେୟାର କଲର କରିବା ଆଜିକାଲିର ଫେସନ ପାଲଟି ଗଲାଣି ।କଣ ଆପଣ ଜାଣନ୍ତି ଏହି ହେୟାର କଲର ଯୋଗୁ ଆପଣଙ୍କ କେଶ ନଷ୍ଟ ହୋଇପାରେ । ତେଣୁ କେଶ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍ ।ପ୍ରତିଦିନ ରାସାୟନିକ କେଶ ରଙ୍ଗର ବ୍ୟବହାର କରନ୍ତୁ ନାହିଁ । କାରଣ ଏହି କେମିକାଲ ରଙ୍ଗ ଦୃଷ୍ଟି ଶକ୍ତି ଉପରେ ମଧ୍ୟ ପ୍ରଭାବ ପକାଇଥାଏ ।ଯଦି ଆପଣଙ୍କର ଆଜ୍ମା ସମସ୍ୟା ଅଛି, ତେବେ ଆପଣ କେମିକାଲ କେଶ ରଙ୍ଗ ଲଗାଇବା ଉଚିତ୍ ନୁହେଁ । କାରଣ ଆଜମା ରୋଗୀମାନେ ରାସାୟନିକ ପଦାର୍ଥ ଯୋଗୁଁ ନିଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।କେଶରେ କେମିକାଲ ରଙ୍ଗ ଲଗାଇବା ଦ୍ୱାରା କେଶ ବୃଦ୍ଧି ବନ୍ଦ ହୋଇଯାଏ । ଚୁଟିରେ ହେୟାର କଲର ଲଗାଇବା ଦ୍ବାରା ରୁପି ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ । ଏଥିସହ ଚର୍ମ ସମସ୍ୟା ସୃଷ୍ଟି କରିପାରେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post