ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହେଇଛି । ତେବେ ଓଡିଶାରେ ପ୍ରଥମ ଥର ବିଜେପି ସରକାରକୁ ଆସିବା ପରେ, କିଏ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ସସପେନ୍ସ ଲାଗି ରହିଥିଲା । ଆଉ ଏବେ ଏହି ସସପେନ୍ସ ଉପରୁ ପରଦା ହଟିଛି । କେନ୍ଦୁଝର ବିଧାୟକ ମୋହନ ମାଝୀ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି ।ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଏହି ନେତାମାନେ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ ବୋଲି ଜଣାପଡିଛି ।
Trending
- ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
- ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି