୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଟାଲୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି। ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ।ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗଦେବେ । ଏହି ବୈଠକରେ ଆମେରିକା, ଫ୍ରାନ୍ସ, ଜାପାନ, କାନାଡା ଓ ୟୁକ୍ରେନ ଦେଶର ରାଷ୍ଟ୍ରମୁଖ୍ୟ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post