ରାଜ୍ଯରୁ ହଟିଲା ଫାଇଭ-ଟି ବ୍ୟବସ୍ଥା । ସରକାରୀ କାର୍ଯ୍ୟାଳଯ ପରିସରରୁ ‘ଫାଇଭ-ଟି’ ବୋର୍ଡ଼ ହଟାଇବାକୁ ନିର୍ଦ୍ଦେଶ ହୋଇଛି। ଏପରିକି ‘ମୋ-ସରକାର’ ବୋର୍ଡ ହଟାଇବାକୁ ମଧ୍ଯ ନିର୍ଦ୍ଦେଶ ହୋଇଛି । ଏନେଇ ନିର୍ଦ୍ଦେଶ ଦେଲା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସୋସିଆଲ ମିଡିଆ ଏକ୍ସ କେ ସୂଚନା ଦେଲେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ ।
Trending
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
Next Post