୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି ମୋଦି ବିଭିନ୍ନ ଆଲୋଚନା କରିବେ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିସହିତ ସେ କାନାଡା, ଫ୍ରାନ୍ସ, ଜର୍ମାନୀ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ସହ ମଧ୍ୟ ଦ୍ୱିପାକ୍ଷିକ ଆଲୋଚନା କରିବେ। ଜି-୭ ଶିଖର ସମ୍ମିଳନୀ ଏପରି ଏକ ସମୟରେ ଅନୁଷ୍ଠିତ ହେଉଛି ଯେତେବେଳେ ବିଶ୍ୱ ଦୁଇଟି ଭୟଙ୍କର ସଶସ୍ତ୍ର ବିବାଦର ସମ୍ମୁଖୀନ ହେଉଛି (ରୁଷିଆ-ୟୁକ୍ରେନ ଏବଂ ଇସ୍ରାଏଲ-ହମାସ)ଯୁଦ୍ଧ। ଏହି ଦୁଇଟି ବିବାଦର ଅନ୍ତ ଘଟାଇବା ପାଇଁ ଜି-୭ ଶିଖର ସମ୍ମିଳନୀରେ କୌଣସି ଠୋସ ପଦକ୍ଷେପ ନିଆଯାଉଛି କି ନାହିଁ ତାହା ମଧ୍ୟ ଆକର୍ଷଣୀୟ ହେବ।
Trending
- ଆଜି ଏନଡ଼ିଏ ସଂସଦୀୟ ଦଳ ବୈଠକ
- ବଳଙ୍ଗା ପୀଡ଼ିତାଙ୍କର ଅନ୍ତିମ ସଂସ୍କାର
- ଏଫଏମ ଛାତ୍ରୀ ଆତ୍ମଦାହ ମାମଲା, ବନ୍ଧା ହେଲେ ଦୁଇ ଛାତ୍ର
- ପାକକୁ ମୋଦୀଙ୍କ ବ୍ରହ୍ମୋସ୍ ଚେତାବନୀ , ୟୁପିରେ ନିର୍ମାଣ ହେଉଛି କ୍ଷେପଣାସ୍ତ୍ର
- ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
- ପୁରୀ ଶରଧାବାଲି ଦଳଚକଟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର