କିଛି ଜିଲାରେ ଡିପଥେରିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯେହେତୁ ଏହା ଏକ ବାୟୁବାହିତ ରୋଗ, ତେଣୁ ଲୋକମାନେ ମାସ୍କ ପିନ୍ଧନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୩ ଜିଲାରୁ ୨୧ ରୋଗୀ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।ଅନ୍ୟପଟେ, ଡିପଥେରିଆ ମୁକାବିଲା ପାଇଁ ଆସନ୍ତାକାଲିଠୁ ଦିଆଯିବ ବୁଷ୍ଟର ଡୋଜ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡା. ସଂଯୁକ୍ତା ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧ ବର୍ଷ ଶିଶୁଙ୍କୁ ପେଣ୍ଟା ଡୋଜ ଓ ୫ରୁ ୧୫ ବର୍ଷଙ୍କୁ ଟିଡି ଡୋଜ ଦିଆଯିବ। ସର୍ଭେଲାନ୍ସ ଚାଲିଛି, ଲକ୍ଷଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଉଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ