ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ । www.bseodisha.ac.inରେ ରେଜଲ୍ଟ ଉପଲବ୍ଧ । ୱେବ୍ସାଇଟରୁ ଡିଜିଟାଲ ସାର୍ଟିଫିକେଟ ପାଇପାରିବେ ପରୀକ୍ଷାର୍ଥୀ ।OSSTET ହେଉଛି ଓଡ଼ିଶା ସେକେଣ୍ଡାରୀ ସ୍କୁଲ୍ ଶିକ୍ଷକ ଯୋଗ୍ୟତା ପରୀକ୍ଷା । ବୋର୍ଡ ପକ୍ଷରୁ ଏହି ପରୀକ୍ଷା ଚଳିତ ବର୍ଷ ଜାନୁୟାରୀରେ ହୋଇଥିଲା । ରାଜ୍ୟରେ ୧୬୫ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା କରାଯାଥିଲା । ମୋଟ ଉପରେ ୪୭ ହଜାର ୭୮୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା